ଆଜିଠୁ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ, ସେପ୍ଟେମ୍ବର ୪ ତାରିଖ ଯାଏଁ ଚାଲିବ
ଭୁବନେଶ୍ୱର (ଭାସ୍କର ନ୍ୟୁଜ୍): ଆଜି ଠାରୁ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ । ସକାଳ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଅନଲାଇନ୍ ଆବେଦନ କରିାରିବେ ।…