ସମଗ୍ର ଶିକ୍ଷା ନୀତି ୨.୦କୁ କ୍ୟାବିନେଟ୍ ମଞ୍ଜୁରୀ, ସମସ୍ତ ସରକାରୀ ବିଦ୍ୟାଳୟରେ ହେବ ପ୍ଲେ ସ୍କୁଲ
ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ୍ ବୈଠକରେ ବୁଧବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥିରେ ସମଗ୍ର ଶିକ୍ଷା ନୀତି ୨.୦ ଲାଗୁ କରିବା ଏବଂ ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟର କାର୍ଯ୍ୟକାଳ ଦୁଇ ବର୍ଷ…