କୁଆଖାଇ ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ସ୍ଥାନୀୟଲୋକେ
ଭୁବନେଶ୍ୱର (ଭାସ୍କର ନ୍ୟୁଜ୍): କୁଆଖାଇ ନଦୀକୁ ଡେଇଁ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବତୀ । ଅଧଘଣ୍ଟାର ହାଇଡ୍ରାମା କରିବା ସହ ବ୍ରିଜ୍ ତଳକୁ ଡେଇଁବାକୁ କରିଥିଲେ ଉଦ୍ୟମ। ତେବେ ସ୍ଥାନୀୟ ଲୋକଙ୍କ ଉପସ୍ଥିତ ବୁଦ୍ଧି…