ଆଜି ଭାରତ-ଶ୍ରୀଲଙ୍କା ପ୍ରଥମ ଦିନିକିଆ, ଏହି ଖେଳାଳିଙ୍କୁ ଧରି ପଡିଆକୁ ଓହ୍ଲାଇବେ ଶିଖର ଧାଓ୍ଵନ !
ନୂଆଦିଲ୍ଲୀ : ଶ୍ରୀଲଙ୍କା ଗସ୍ତରେ ଥିବା ଭାରତୀୟ କ୍ରିକେଟ୍ ଦଳ ଆଜି ଘରୋଇ ଦଳ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ୍ ଖେଳିବ। ଏହି ମୁକାବିଲା ଭାରତୀୟ ସମୟ ଅପରାହ୍ନ ୩ଟାରେ କଲୋମ୍ବୋର ପ୍ରେମଦାସା ଷ୍ଟାଡିୟମରେ…