ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଓ୍ଵାର୍ମ ଅପ୍ ମ୍ୟାଚ୍ ଖେଳିବ ଭାରତୀୟ ଦଳ, ଜାଣନ୍ତୁ କେବେ ହେବ ଏହି ମୁକାବିଲା
ନୂଆଦିଲ୍ଲୀ : ଭାରତ ଓ ଘରୋଇ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜ୍ ଅଗଷ୍ଟ ୪ରୁ ଆରମ୍ଭ ହେବ। ଏହା ପୂର୍ବରୁ ଭାରତୀୟ ଦଳ ଖେଳିବ ଓ୍ଵାର୍ମ ଅପ୍ ମ୍ୟାଚ୍। ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର…