ବିଶ୍ଵ ଟେଷ୍ଟ ଚମ୍ପିଆନସିପ ଫାଇନାଲ୍: ଭାରତ ବିରୋଧରେ ନ୍ୟୁଜିଲାଣ୍ଡର ୧୫ ଜଣିଆ ଦଳ ଘୋଷଣା
ସାଉଥମ୍ପଟନ : ନ୍ୟୁଜିଲାଣ୍ଡ ଦଳ ଭାରତ ବିପକ୍ଷ ବିଶ୍ଵ ଟେଷ୍ଟ ଚମ୍ପିଆନସିପର ଫାଇନାଲ୍ ମୁକାବିଲା ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଦଳରେ ଇଂଲଣ୍ଡ ବିପକ୍ଷ ଦ୍ଵିତୀୟ ଟେଷ୍ଟ ମ୍ୟାଚ୍ ଖେଳିନଥିବା ଅଧିନାୟକ କେନ…