୫ ଓଏଏସଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ୫ ଜଣ ଓଏଏସଙ୍କୁ ପଦୋନ୍ନତି ପ୍ରଦାନ କରାଯାଇଛି । ପ୍ରଶାସନିକ ଓ ଅଭିଯୋଗ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗ୍ରେଡ୍ ଏ ରେ ରହିଥିବା ଓଏଏସ…

ପ୍ରଥମ ଥର ପାଇଁ ୱିମ୍ବଲଡନ୍ ଫାଇନାଲରେ ବାର୍ଟ୍ଟି

ନୂଆଦିଲ୍ଲୀ: ବିଶ୍ୱ ମାନ୍ୟତାର ଏକ ନମ୍ବର ସ୍ଥାନରେ ରହିଥିବା ମହିଳା ଟେନିସ ଖେଳାଳି ଆସଲେ ବାର୍ଟ୍ଟି ୱିମ୍ବଲଡନ ଟେନିସ୍ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ଶୁକ୍ରବାର ଅନୁଷ୍ଠିତ ସେମି ଫାଇନାଲରେ ୨୦୧୮…

ବାଂଲାଦେଶର ‘ରାଣୀ’ ବାମନ ବାଛୁରୀ; ଦେଖିଲେ ଥରେ ଆଉଁଶିବାକୁ ଇଚ୍ଛା ହେବ..

ଢାକା: ବାଂଲାଦେଶରେ ବାମନ ବାଛୁରୀ ରାଣୀ ଦେଶବ୍ୟାପୀ ଆକର୍ଷଣର କେନ୍ଦ୍ର ପାଲଟିଛି । ଦେଶବ୍ୟାପୀ ଲକଡାଉନ ଜାରି ଥିଲେ ମଧ୍ୟ ଏହି ବାଛୁରୀଟିକୁ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ଲାଇନ୍ ଲାଗୁଛି । ବାଛୁରୀର ମାଲିକ ଏହାକୁ…

ପୁଣି ଫେରିଲା ଜିକା ଭାଇରସ; ଏହି ରାଜ୍ୟରୁ ଚିହ୍ନଟ ହେଲେ ପ୍ରଥମ ଆକ୍ରାନ୍ତ

ଥିରୁଅନନ୍ତପୁରମ: ଦେଶକୁ ପୁଣି ଥରେ ଫେରିଛି ଜିକା ଭାଇରସ୍ । ୨୦୧୭ରେ ପ୍ରଥମ ଥର ପାଇଁ ଦେଶରେ ଚିହ୍ନଟ ହୋଇଥିବା ଜିକା ଭାଇରସ୍ ପୁଣି ଥରେ ଫେରିଛି । ଶୁକ୍ରବାର କେରଳରୁ ଦେଶର ପ୍ରଥମ ଜିକା ଭାଇରସ ଆକ୍ରାନ୍ତ ଚିହ୍ନଟ…

କ୍ରୀଡାପ୍ରେମୀଙ୍କୁ ଝଟକା: ବିନା ଦର୍ଶକରେ ଟୋକିଓ ୨୦୨୦

ଟୋକିଓ: କ୍ରୀଡାପ୍ରେମୀଙ୍କୁ ଝଟକା । ଜାପାନରେ ହେବାକୁ ଥିବା ଅଲିମ୍ପିକ୍ସ ପାଇଁ ଦର୍ଶକଙ୍କୁ ମିଳିଲାନି ଅନୁମତି । ଜାପାନରେ କରୋନା ସଂକ୍ରମଣ ବଢୁଥିବାରୁ ଗୁରୁବାର ଏଭଳି ଏକ ନିଷ୍ପତ୍ତି ନେଇଛି ଅଲିମ୍ପିକ୍ସ କମିଟି ।…

ନବୀନଙ୍କ ବଡ ଘୋଷଣା: ଅଲିମ୍ପିକ୍ସ ସ୍ୱର୍ଣ୍ଣ ଜିତିଲେ ୬ କୋଟି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଟୋକିଓ ଅଲିମ୍ପିକ୍ସକୁ ଆଉ ମାତ୍ର ୧୫ ଦିନ ବାକି ରହିଥିବା ବେଳେ ଓଡିଆ ଆଥଲେଟଙ୍କୁ ଉତ୍ସାହିତ କରିବା ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ପୁରୀବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ; ଆଉ କଣ କହିଲେ ଜାଣନ୍ତୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ରଥଯାତ୍ରାକୁ ନେଇ ଘନଘନ ବୈଠକ: ଡିଜିଟାଲ ଦର୍ଶନ ଉପରେ ଗୁରୁତ୍ୱ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚଳିତବର୍ଷ କୋଭିଡ କଟକଣାରେ ବିନାଭକ୍ତରେ ଅନୁଷ୍ଠିତ ହେବ ରଥଯାତ୍ରା । ରଥଯାତ୍ରା ଅୟୋଜନକୁ ନେଇ ଘନଘନ ବୈଠକ ଜାରି ରହୁଛି। ଗୁରୁବାର ଗଜପତି ମହାରାଜାଙ୍କ ଅଧକ୍ଷତାରେ ଭରଚୁଆଲ୍ ବୈଠକ…

ଚା’ ବିକାଳି ପାଲଟିଛନ୍ତି ତେନ୍ଦୁଲକରଙ୍କ ସହ ଖେଳୁଥିବା ଏହି ଖେଳାଳି

ଗୌହାଟୀ: ଏକଦା କିମ୍ବଦନ୍ତୀ କ୍ରିକେଟର ସଚିନ୍ ତେନ୍ଦୁଲକର, ସୌରଭ ଗାଙ୍ଗୁଲି ଓ ଭିଭିଏସ୍ ଲକ୍ଷ୍ମଣଙ୍କ ପରି ଖେଳାଳିଙ୍କୁ ବୋଲିଂ କରିଥିବା କ୍ରିକେଟର ଆଜିକା ସମୟରେ ଚା ବିକୁଛନ୍ତି । ଆସାମର ବାମହାତୀ ସ୍ପିନର ପ୍ରକାଶ…

ଚାଷ ପାଇଁ ଲକ୍ଷେ କୋଟି : କେନ୍ଦ୍ର କ୍ୟାବିନେଟର ବଡ ନିଷ୍ପତ୍ତି

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟରେ ଆମୂଳଚୂଳ ପରିବର୍ତ୍ତନ ପରେ ଗୁରୁବାର ବଡ ନିଷ୍ପତ୍ତି ନେଇଛି କେନ୍ଦ୍ର ସରକାର । ଚାଷୀ ଓ ଚାଷର ଉନ୍ନତି ପାଇଁ ୧ ଲକ୍ଷ କୋଟିର ସହାୟତା ରାଶି ଘୋଷଣା କରାଯାଇଛି । କେନ୍ଦ୍ର ସରକାରଙ୍କ…