ସେପ୍ଟେମ୍ବର ୧୫ ରୁ ପୁଣି ଆରମ୍ଭ ହେବ ତହସିଲଦାରଙ୍କ କ୍ୟାମ୍ପକାର୍ଟ ଶୁଣାଣି: ଗ୍ରାମରେ ହେବ ରାଜସ୍ୱ ମାମଲାର ଫଇସଲା
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମସ୍ତ ସେବା ଅନଲାଇନ ମାଧ୍ୟମରେ ଉପଲବ୍ଧ କରାଯାଇଛି । ରାଜସ୍ଵ ରଥ ମାଧ୍ୟମରେ ଲୋକଙ୍କ ଘରେ ଘରେ ପଟ୍ଟା ଓ ବିଭିନ୍ନ ପ୍ରକାରର ସାର୍ଟିଫିକେଟ ବଣ୍ଟାଯାଉଛି । ପ୍ରତ୍ୟେକ ଜିଲ୍ଲାର…