ରାଜ୍ୟରେ ଗଠନ ହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ, ୧୪୪ ପଦବୀରେ ମିଳିବ ନିଯୁକ୍ତି: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଅଗ୍ନିଶମ ବାହିନୀରେ ଗଠନ ହେବ ଷ୍ଟ୍ରାଇକିଂ ଫାୟାର ଫୋର୍ସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନକୁ ଅନୁମୋଦନ ଦେଇଛନ୍ତି । ଏହି ଷ୍ଟ୍ରାଇକିଂ ଫୋର୍ସ…