ବାତିଲ୍ ହେଲା ଅଗ୍ନିଶମ କର୍ମଚାରୀଙ୍କ ଛୁଟି, ବର୍ଷା ସ୍ଥିତିକୁ ନେଇ ସଜାଗ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ଅଗ୍ନିଶମ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି । ରାଜ୍ୟର ସମସ୍ତ ଅଗ୍ନିଶମ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍…