୧୩ରେ ଆସୁଛି ଆଉ ଏକ ଲଘୁଚାପ: ରାଜ୍ୟରେ ଥମୁନି ଲଗାଣ ବର୍ଷା, ବଢୁଛି ଲୋକଙ୍କ ଦୁର୍ଦ୍ଦଶା
ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ସାରା ରାଜ୍ୟରେ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସାଙ୍ଗକୁ…