ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡିଶା ଭାସ୍କର: ପାଖେଇ ଆସୁଛି ରଥଯାତ୍ରା। ଜଗତର ନାଥ ଜଗନ୍ନାଥ ବଡ ଦାଣ୍ଡରେ ବିଜେ କରିବେ। ସେଥିପାଇଁ ଆରମ୍ଭ ହୋଇଗଲାଣି ସାଜସଜ୍ଜା। ଏହାରି ମଧ୍ୟରେ ରଥଯାତ୍ରା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…