ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପିକଅପ୍ ଧକ୍କାରେ ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ପ୍ରାଣ
ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ପ୍ରାଣ । ବଲାଙ୍ଗିର ଟିଟିଲାଗଡ ରାଜରାସ୍ତା ବହଲି ଛକ ଠାରେ ଘଟିଛି ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।
ସୂଚନା ଅନୂଯାୟୀ, ବଲାଙ୍ଗିର ପଟୁ ଦ୍ରୁତ ଗତିରେ ଯାଉଥିବା…