ଆଜି ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଫୋକସ୍ରେ ୨୦୨୪ ପ୍ୟାରିସ ଅଲମ୍ପିକ୍ସ ପ୍ରସ୍ତୁତି
ଭୁବନେଶ୍ୱର (ଭାସ୍କର ନ୍ୟୁଜ୍) : ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ସରକାର ଉଦ୍ୟମ କରୁଛନ୍ତି । ତେବେ ଚୀନ୍ ଓ ଜାପାନ ପରି ଅଲିମ୍ପିକ୍ସ ବିଜେତା ସୃଷ୍ଟି କରିବା ପାଇଁ ସ୍କୁଲ ସ୍ତରରୁ…