ଦଶହରା ପୂର୍ବରୁ ରାଜ୍ୟରେ ବଡ଼ ବର୍ଷା ହେବାର ଆଶଙ୍କା; ୪ ତାରିଖ ବେଳକୁ ପୁଣି ଏକ ଲଘୁଚାପ
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । 'ଲଘୁଚାପ ପ୍ରଭାବରେ ୪ ତାରିଖ…