Chess Olympiad 2024; ପ୍ରଥମ ସ୍ୱର୍ଣ୍ଣ ପଦକ ହାସଲ କଲେ ମହିଳା ଖେଳାଳି: ଫାଇନାଲ ରାଉଣ୍ଡରେ ଇତିହାସ ରଚିଲା ଭାରତ
ନୂଆଦିଲ୍ଲୀ: ୨୦୨୪ ଚେସ୍ ଅଲିମ୍ପିଆଡର ଫାଇନାଲ ରାଉଣ୍ଡରେ ଆଜରବେଜାନକୁ ପରାସ୍ତ କରି ପ୍ରଥମ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ଭାରତୀୟ ମହିଳା ଖେଳାଳି । ଆଜି ହଙ୍ଗେରୀର ବୁଦ୍ଧାପେଷ୍ଟର ସାଇମା ସ୍ପୋର୍ଟସ ଆଣ୍ଡ କନଫରେନ୍ସ…