କିଏ ହେବ ଧନୀ, କିଏ ଗରିବ? ପାଦର ଚିହ୍ନରୁ ଜାଣିହେବ ଭବିଷ୍ୟତ: ଜାଣନ୍ତୁ କ’ଣ କହୁଛି ଜ୍ୟୋତିଷ ଶାସ୍ତ୍ର
ଓଡ଼ିଶା ଭାସ୍କର: ମଣିଷର ହାତ, ଗୋଡ଼, ମୁହଁ, ଆଖି, ନାକର ଆକାରକୁ ଜ୍ୟୋତିଷ ଶାସ୍ତ୍ରରେ ଭବିଷ୍ୟତ ବିଷୟରେ ବହୁତ କିଛି ସୂଚନା ମିଳିଥାଏ । ତେବେ ପାଦରୁ ମଧ୍ୟ ଜଣଙ୍କ ବିଷୟରେ ଅନେକ ତଥ୍ୟ ଜାଣି ହୋଇଥାଏ । ପାଦରେ ଥିବା ଏପରି…