ରାଜ୍ୟ କ୍ୟାବିନେଟ୍ରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବରେ ବାଜିଲା ମୋହର
ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ରାଜ୍ୟ କ୍ୟାବିନେଟ୍ରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ପାଇଁ ୮୭୪.୧୪ କୋଟି ।
ପିଏମ୍ ସୂର୍ଯ୍ୟଘର ଯୋଜନାରେ ସୋଲାର ଲଗାଇଲେ ମିଳିବ…