ରାଜ୍ୟରେ ପୁଣି ବଢିବ ଶୀତର ପ୍ରକୋପ! ଆସନ୍ତା ୩ ଦିନ ବର୍ଷା, ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି
ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ବଳୟ ସକ୍ରିୟ ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ…