ସିଧା IPLରେ ଖେଳିବେ କିଙ୍ଗ କୋହଲି? ତୃତୀୟ-ଚତୁର୍ଥ ଟେଷ୍ଟରୁ ବାଦ୍ ପଡ଼ିବେ ବିରାଟ!
ନୂଆଦିଲ୍ଲୀ: ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କୁ ନେଇ ଆସିଛି ଏକ ବଡ଼ ଖବର । ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜର ତୃତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳକୁ ନେଇ ଚର୍ଚ୍ଚା ଲାଗି ରହିଛି । ପ୍ରଥମ ଦୁଇ ଟେଷ୍ଟରୁ…