କୌଣସି ମୁହୂର୍ତ୍ତରେ ବି ଗିରଫ ହୋଇପାରନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ; ପହଞ୍ଚିଲେ ମୁଖ୍ୟ ଶାସନ ସଚିବଙ୍କ ସହ ଡିଜିପି
ରାଞ୍ଚି: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପଚରାଉଚରା କରୁଥିବା ବେଳେ ମୁଖ୍ୟ ଶାସନ ସଚିବଙ୍କ ସହ ଡିଜିପି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଛନ୍ତି। ଏତଦ୍ ବ୍ୟତୀତ…