ଜାନୁୟାରୀ ୫ରେ ଚୂଡ଼ାନ୍ତ ଭୋଟର ତାଲିକା; ସବୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ ଭୋଟର ତାଲିକା ଚିଠା
ଭୁବନେଶ୍ଵର: (ଓଡ଼ିଶା ଭାସ୍କର) ୨୦୨୪ରେ ଆଗାମୀ ସାଧାରଣ ନିର୍ବାଚନ ନେଇ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ସ୍ୱୀକୃତିପ୍ରାପ୍ତ ରାଜନୖତିକ ଦଳର କର୍ମକର୍ତ୍ତାଙ୍କୁ ନେଇ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟ…