ଧାନକିଣା ନେଇ ବ୍ୟାପକ ପ୍ରସ୍ତୁତି: ୨୦ ଜିଲ୍ଲାରୁ ୧୪ ଲକ୍ଷ ମେଟ୍ରିକ ଟନ ଧାନ କିଣା ଯିବା ଲକ୍ଷ୍ୟ ଧାର୍ଯ୍ୟ
ଭୁବନେଶ୍ୱର,୧ା୫: ରାଜ୍ୟରେ ଚଳିତ ରବି ଋତୁରେ ଧାନ କିଣା ନେଇ ବିଭିନ୍ନ ବିଭାଗୀୟ ପ୍ରସ୍ତୁତି ଶେଷ ହୋଇଛି । ସମ୍ପୃକ୍ତ ବିଭାଗଗୁଡିକ ମଧ୍ୟରେ ସମନ୍ୱୟ ରଖି ଧାନ କିଣା ସୁପରିଚାଳନା ଉପରେ ବିସ୍ତୃତ ଆଲୋଚନା କରାଯାଇଛି ।…