ବୈତରଣୀ ଓ ସୁବର୍ଣ୍ଣରେଖାରେ ବନ୍ୟା ଆଶଙ୍କା: ଭଦ୍ରକ, ଯାଜପୁର, ବାଲେଶ୍ୱରରେ ସତର୍କତା
ଭୁବନେଶ୍ୱର: ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବୈତରଣୀ, ସୁବର୍ଣ୍ଣରେଖା ଓ ଜଳକା ନଦୀରେ ଜଳସ୍ତର ବୃଦ୍ଧି ପାଉଛି, ଯାହା ଭଦ୍ରକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ବନ୍ୟା ଆଶଙ୍କା ସୃଷ୍ଟି କରିଛି।…