OJEE 2025 କାର୍ଯ୍ୟସୂଚୀ ଘୋଷଣା: ମେ ୨ ରୁ ୧୨ ପର୍ଯ୍ୟନ୍ତ ପରୀକ୍ଷା, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କର୍ତ୍ତୃପକ୍ଷ ଓଜେଇଇ ୨୦୨୫ ପାଇଁ ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ କରିଛନ୍ତି। ବିଭିନ୍ନ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ୨୦୨୫ ମସିହା ମେ ୨…