IPL 2025: ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହେବେ ସୂର୍ଯ୍ୟକୁମାର ଯାଦବ; ପଛରେ ପଡ଼ିଲେ ରୋହିତ, ହାର୍ଦ୍ଦିକ…
ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୫ ସିଜିନର ପ୍ରଥମ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ। ପୂର୍ଣ୍ଣକାଳୀନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ମ୍ୟାଚର ବାସନ୍ଦ ଯୋଗୁଁ…