ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ପାକିସ୍ତାନରେ ଭାରତୀୟ ପତାକା ବିବାଦ, ଷ୍ଟାଡିୟମ ଭିଡିଓ ଭାଇରାଲ
ନୂଆଦିଲ୍ଲୀ: ଆଇସିସି ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବା ପୂର୍ବରୁ, କରାଚିର ନ୍ୟାସନାଲ ଷ୍ଟାଡିୟମରେ ଭାରତୀୟ ପତାକା ଅନୁପସ୍ଥିତ ଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ଏକ ନୂତନ ବିବାଦ ଆରମ୍ଭ ହୋଇଛି।…