କଳାଭୂମିରେ ୪ ଘଣ୍ଟା ସମୟ ବିତାଇଲେ ସିଙ୍ଗାପୁର ରାଷ୍ଟ୍ରପତି, ଓଡ଼ିଶାର ଖାଦ୍ୟ, କଳା ଓ ହସ୍ତଶିଳ୍ପର ଉଚ୍ଚ ପ୍ରଶଂସା କଲେ
ଭୁବନେଶ୍ଵର: ସିଙ୍ଗାପୁର ରାଷ୍ଟ୍ରପତି ଥରମନ୍ ସନମୁଗରତ୍ନମ୍ ଶୁକ୍ରବାର ଭୁବନେଶ୍ୱର ସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମିରେ ଦୀର୍ଘ ୪ ଘଣ୍ଟା ସମୟ ବିତାଇ ଓଡ଼ିଶାର କଳା, ହସ୍ତତନ୍ତ ଓ ହସ୍ତଶିଳ୍ପର ଉଚ୍ଚ ପ୍ରଶଂସା…