ଅଖିଳେଶ ଯାଦବ କଲେ ବଡ଼ ଦାବି, ବିଜେପି ସଦସ୍ୟ ନାହାନ୍ତି ଯୋଗୀ ଆଦିତ୍ୟନାଥ
ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ସଭାପତି ଅଖିଳେଶ ଯାଦବ ଦାବି କରିଛନ୍ତି ଯେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭାରତୀୟ ଜନତା ଦଳର ସଦସ୍ୟ ନୁହଁନ୍ତି। ଲକ୍ଷ୍ନୌରେ ଏକ ସାମ୍ବାଦିକ ସମ୍ମିଳନୀରେ ଅଖିଳେଶ ଏହି…