ଆଜି ଉଦଘାଟନ ହେବ ଓଡ଼ିଶାର ଦୀର୍ଘତମ ଫ୍ଲାଏ ଓଭରବ୍ରିଜ, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: ବହୁ ପ୍ରତିକ୍ଷାର ଘଟିଲା ଅନ୍ତ, ଶେଷରେ ଆଜି ଉଦଘାଟନ ହେବାକୁ ଯାଉଛି ଓଡ଼ିଶାର ଦୀର୍ଘତମ ଫ୍ଲାଏ ଓଭରବ୍ରିଜ। କେନ୍ଦୁଝର ଜିଲ୍ଲା ଯୋଡାଠାରେ ନିର୍ମାଣ ହୋଇଛି ଏହି ଦୀର୍ଘତମ ଫ୍ଲାଏ ଓଭରବ୍ରିଜ୍ । ମୁଖ୍ୟମନ୍ତ୍ରୀ…