CHARIDHAM

‘ଆମ ବସଷ୍ଟାଣ୍ଡ ଯୋଜନା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: 'ଆମ ବସଷ୍ଟାଣ୍ଡ ଯୋଜନା'ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଯୋଜନାକୁ ନେଇ ଆଜି ରାଜ୍ୟର ୧୩ ଜିଲ୍ଲାରେ ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭିସି ଜରିଆରେ…

BIG BREAKING: ଲ୍ୟାଣ୍ଡମାଇନ ବିସ୍ପୋରଣରେ ଯବାନ ଆହତ

ଓଡ଼ିଶା ଭାସ୍କର: ଲ୍ୟାଣ୍ଡମାଇନ ବିସ୍ପୋରଣରେ ଯବାନ ଆହତ। ବୌଦ୍ଧରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି। ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ପୋରଣ ହୋଇଛି। କଣ୍ଟାମାଳ ଥାନା ନାଲିକୁମ୍ପା…

ଆଜିଠୁ ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା: ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଭାସ୍କର: ଗୁରୁବାର ଅର୍ଥାତ ଆଜିଠୁ ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା। ଚଳିତ ବର୍ଷ ୩୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଉଛନ୍ତି। ଏଥିମଧ୍ୟରୁ ରାଜ୍ୟରେ ପ୍ରାୟ ୬୦ ହଜାର ଛାତ୍ରଛାତ୍ରୀ…

ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡିର ଚଢ଼ାଉ

ଓଡ଼ିଶା ଭାସ୍କର: ବିଧାୟକଙ୍କ ଘରେ ଇଡି। ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଚଢ଼ାଉ ହୋଇଥିବା ନେଇ ସୂଚନା ମିଳିଛି। ଇଡି ପକ୍ଷରୁ ଭଦ୍ରକ ସହର ୪ ସ୍ଥାନରେ ଚଢ଼ାଉ ଜାରି…

ଆଜି ଓଡ଼ିଶା ଆସିବେନି କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ: ଗସ୍ତ ବାତିଲ ନେଇ ସୂଚନା

ଓଡ଼ିଶା ଭାସ୍କର: ଆଗକୁ ୨୦୨୪ ସାଧାରଣ ନିର୍ବାଚନ ରହିଥିବା ବେଳେ ରାଜ୍ୟ ରାଜନୀତି ଏବେ ପୁରା ସରଗରମ। ଗୋଟିଏ ପଟେ ଶାସକ ବିଜେଡି ପୁଣିଥରେ କ୍ଷମତାକୁ ଆସିବା ନେଇ ଦମ୍ଭୋକ୍ତି ରଖୁଥିବା ବେଳେ ଅନ୍ୟପଟେ ସରକାର ଗଢିବା ଆଶା…

ଆଜି ଓଡ଼ିଶା ଆସୁଛନ୍ତି ଦେଶର ମୁଖ୍ୟ ନିର୍ବାଚନ କମିଶନର, ସାଧାରଣ ନିର୍ବାଚନ ପ୍ରସ୍ତୁତିକୁ ନେଇ କରିବେ ସମୀକ୍ଷା

ଓଡ଼ିଶା ଭାସ୍କର: ଆଗକୁ ସାଧାରଣ ନିର୍ବାଚନ ରହିଥିବା ବେଳେ ଏହାକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଉ ଏହି ପ୍ରସ୍ତୁତିକୁ ସମୀକ୍ଷା କରିବା ପାଇଁ ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର…

୧୪୦ କୋଟି ଭାରତୀୟଙ୍କ ହୃଦୟ ଜିତିଛି UAE, ଆବୁଧାବିରେ BAPS ସ୍ୱାମୀ ନାରାୟଣ ମନ୍ଦିର ଉଦଘାଟନ ପରେ ଏମିତି କହିଲେ ମୋଦୀ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ: ଉଦଘାଟିତ ହୋଇଛି ସଂଯୁକ୍ତ ଆରବ ଏମିରେଟସ୍ (UAE) ରାଜଧାନୀ ଆବୁଧାବି ସ୍ଥିତ BAPS ସ୍ୱାମୀ ନାରାୟଣ ମନ୍ଦିର। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଏହି ମନ୍ଦିର ଉଦଘାଟନ ହୋଇଛି। ଏହି ଅବସରରେ…

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଭରିବେ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶା ଭାସ୍କର: ଆଜି ନାମାଙ୍କନ ଦାଖଲ କରିବେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ। ଆଜି ପୂର୍ବାହ୍ନରେ ବରିଷ୍ଠ ବିଜେପି ନେତାଙ୍କ ସହ ଯାଇ ସେ ପ୍ରାର୍ଥୀପତ୍ର ଦାଖଲ କରିବାର କାର୍ୟ୍ୟସୂଚୀ ରହିଛି। ନାମାଙ୍କନ…

ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଇଡିର ସମନ, ଏହା ପରେ ହେବେ କି ଗିରଫ?

ନୂଆଦିଲ୍ଲୀ: ଥରେ କିମ୍ବା ୨ ଥର ନୁହେଁ ଆଜକୁ ଲଗାଇଲେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। କିନ୍ତୁ ଏହି ସମନକୁ ବେଆଇନ ବୋଲି କହି…

(Video) ଆବୁଧାବିର ପ୍ରଥମ ହିନ୍ଦୁ ମନ୍ଦିରର ପଥର ଉପରେ “ବସୁଧୈବ କୁଟୁମ୍ବକମ୍” ଲେଖିଲେ ପ୍ରଧାନମନ୍ତ୍ରୀ ମୋଦୀ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ: ସଂଯୁକ୍ତ ଆରବ ଏମିରେଟସ୍ (UAE) ଭଳି ଏକ ମୁସଲମାନ ବହୁଳ ରାଷ୍ଟ୍ରରେ ପ୍ରଥମ ହିନ୍ଦୁ ମନ୍ଦିର ଉଦଘାଟନକୁ ନେଇ ଅନେକ ଚର୍ଚ୍ଚା ଦେଖିବାକୁ ମିଳିଛି। ଆଉ ବିଶେଷକରି ବିଦେଶ ମାଟିରେ ଭାରତର ପ୍ରଧାନମନ୍ତ୍ରୀଙ୍କ…