ମାଟ୍ରିକ୍ ପରୀକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା: କପି ରୋକିବା ପାଇଁ ଏଭଳି ଫର୍ମୂଲା ଆପଣାଇଲା ମାଧ୍ୟମିକ ଶିକ୍ଷା ପରିଷଦ
ଓଡ଼ିଶା ଭାସ୍କର: ଆସନ୍ତା ଫେବ୍ରୁଆରୀ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛନ୍ତି ମାଟ୍ରିକ୍ ପରୀକ୍ଷା। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ବୋର୍ଡ ପକ୍ଷରୁ ୩…