fbpx
BJD SKY
BJD SKY

ଭିନ୍ନକ୍ଷମଙ୍କୁ ଯୌନ ନିର୍ଯାତନା ମାମଲା: ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୫ା୨ (ଓଡିଶା ଭାସ୍କର): ଭୁବନେଶ୍ୱରର ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ନିର୍ଯାତନା ଘଟଣାର ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରାଙ୍କୁ ଗିରଫ କରାଯାଇଛି । ସୁରେଶଙ୍କୁ ପୋଲିସ ପଚରାଉଚରା କରୁଥିବା ଜଣାପଡ଼ିଛି ।…

ଡିଜିପି , ଏସପିଙ୍କୁ କରୋନା ଟିକା

ଭୁବନେଶ୍ୱର,୫ ।୨(ଓଡିଶା ଭାସ୍କର): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଟିକାଦାନ ଚାଲିଛି । ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାଦାନ କରାଯାଉଥିବା ବେଳେ ଏଣିକି ଡିଜି, ଏସପି, ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ନେବେ…

କୋଟିଆରେ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫ା୨ (ଓଡିଶା ଭାସ୍କର): ଆଜି ମୁଖ୍ୟମନ୍ତ୍ରୀ କୋରାପୁଟ ଜିଲ୍ଲା କୋଟିଆ ଅଞ୍ଚଳରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କୋଟିଆରେ ସରକାରୀ ଆଶ୍ରମ ହାଇସ୍କୁଲ, ୧୦…

ରାଜ୍ୟରେ ଆଜି ୯୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୫।୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୯୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୯…

କୋଭିଡ୍ ଟିକା ଆବେଦନ ପ୍ରତ୍ୟାହାର କଲା ଫାଇଜର

ନୂଆଦିଲ୍ଲୀ, ୫ା୨: ଭାରତରେ କୋଭିଡ୍ ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ କରିଥିବା ଆବେଦନ ପ୍ରତ୍ୟାହାର କରିନେଇଛି ଫାଇଜର । ଏନେଇ କମ୍ପାନୀ ତରଫରୁ ଆଜି ଘୋଷଣା କରାଯାଇଛି । ସୂଚନାଯୋଗ୍ୟ ଯେ, ଭାରତରେ କୋଭିଡ-୧୯…

ଝରାଫୁଲ ଡେଥ୍ କେସ୍: ସରିଲା ରିମାଣ୍ଡ ଅବଧି, ଜେଲ ଗଲା ରାକେଶ

ଭୁବନେଶ୍ୱର, ୫ା୨ (ଓଡିଶା ଭାସ୍କର): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ ହତ୍ୟା ଘଟଣାରେ ଅଭିଯୁକ୍ତ ରାକେଶକୁ ଜେଲ୍ ପଠାଇ ଦିଆଯାଇଛି । ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶର ରିମାଣ୍ଡ ଅବଧି ଆଜି ଶେଷ…

ଖାଲି ପେଟରେ ଏହି ଜିନିଷ କେବେ ବି ସେବନ କରନ୍ତୁ ନାହିଁ

ଖାଲିପେଟରେ କିଛି ବି ଖାଦ୍ୟ ସେବନ କରିବା ଅଧିକାଂଶ ଲୋକଙ୍କ ଅଭ୍ୟାସ ଥାଏ । କିନ୍ତୁ ଆପଣମାନେ କଣ ଜାଣନ୍ତି କି ଖାଲି ପେଟରେ ଏପରି କିଛି ଜିନିଷ ଖାଇବା ତାହା ଆମ ଶରୀର ପାଇଁ କ୍ଷତିକାରକ ହୋଇଥାଏ । ଆସନ୍ତୁ ଜାଣିବା କେଉଁ…

ଟିକା ନେଲେ ACS ପ୍ରଦୀପ୍ତ ମହାପାତ୍ର

ଭୁବନେଶ୍ୱର,୫ ।୨(ଓଡିଶା ଭାସ୍କର): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଟିକାକରଣ ଚାଲିଥିବା ବେଳେ ଆଜି କରୋନା ଟିକା ନେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର । କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚି ଟିକା…

ରେପୋ ରେଟ୍ ଅପରିବର୍ତ୍ତିତ

ନୂଆଦିଲ୍ଲୀ, ୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଆଜି ତ୍ରୈମାସିକ ସମୀକ୍ଷା କରିଛି । ତେବେ ଆରବିଆଇ ପକ୍ଷରୁ ଏଥର ସୁଧ ଦରରେ କୌଣସି ପରିବର୍ତ୍ତନ କରାଯାଇନାହିଁ । ତେଣୁ ରେପୋ ରେଟ୍ ୪ ପ୍ରତିଶତ ଓ ରିଭର୍ସ ରେପୋ…