ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ସିବିଆଇ ପକ୍ଷରୁ ଚୂଡାନ୍ତ ଚାର୍ଜସିଟ୍ ଦାଖଲ
ଭୁବନେଶ୍ୱର, ୧୨/୦୫: ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଚୂଡାନ୍ତ ଚାର୍ଜସିଟ୍ ଦାଖଲ କରିଛି ସିବିଆଇ । ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ନେଇ ଚୂଡାନ୍ତ ଚାର୍ଜସିଟ ଦାଖଲ ସହ ତଦନ୍ତ ପ୍ରକ୍ରିୟା…