“ମଦ ଦୋକାନ ଖୋଲା ରହିଲେ ହେବ ନାହିଁ କରୋନା”, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଉପଦେଶ ଦେଲେ ଡଲି ଆଣ୍ଟି:ଭିଡିଓ ଭାଇରଲ
ନୂଆଦିଲ୍ଲୀ ୩୦ ।୪ (ଓଡ଼ିଶା ଭାସ୍କର) : ଦେଶର କରୋନା ପରିସ୍ଥିତି ଏତେ ଭୟାଭୟ ଯେ ଏହାକୁ ରୋକିବା କଷ୍ଟକର ହୋଇଯାଉଛି । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଏଥିପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ସଂକ୍ରମଣ…