ଓଡିଶା ଦୈନିକ ସଂକ୍ରମଣ ୧୧ ହଜାର ପାର୍: ଆଜି ୧୧,୮୦୭ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର,୮ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି, ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ବି ୧୧ ହାଜର ଉପରେ ରହିଛି ରାଜ୍ୟର ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟା…