ରାଜ୍ୟରେ କରୋନାରେ ଆଜି ଗଡ଼ିଲା ୪ଟି ମୁଣ୍ଡ: ଚିହ୍ନଟ ହେଲେ ୪୪୪୫ ପଜିଟିଭ୍
ଭୁବନେଶ୍ୱର, ୧୯ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି…