ପୁଣି ବଢ଼ିଲା କରୋନା: ୯ ଜଣଙ୍କ ମୁଣ୍ଡ ଗଡ଼ିଲା, ଆଜି ଚିହ୍ନଟ ହେଲେ ୬୫୯୯ ପଜିଟିଭ୍
ଭୁବନେଶ୍ୱର, ୨୬ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି…