fbpx

କରୋନା ପାଇଁ ବନ୍ଦ ହେବ ଶୀତ ଅଧିବେଶନ

ନୂଆଦିଲ୍ଲୀ, ୧୫ା୧୨: କରୋନା ପାଇଁ ଦେଶର ସ୍କୁଲ, କଲେଜଠାରୁ ଆରମ୍ଭ କରି ମନ୍ଦିର ପର୍ଯ୍ୟନ୍ତ ସବୁକିଛି ବନ୍ଦ ରହିଛି । । ତେବେ କରୋନା ପାଇଁ ଚଳିତ ଥର ସଂସଦର ଶୀତ ଅଧିବେଶନ ହେବ ନାହିଁ । କରୋନା ସଂକ୍ରମଣକୁ ଦୃଷ୍ଟିରେ…

ପ୍ରଦୀପଙ୍କୁ ୨ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୧୫ା୧୨ (ଓଡିଶା ଭାସ୍କର): ଠକେଇ ମାମଲାରେ ଗିରଫ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ଏସଆଇଟି । ଏନେଇ ଏସଡିଜେଏମ କୋର୍ଟ ଅନୁମତି ପ୍ରଦାନ…

ରାଜ୍ୟର ଏହି ସହରରେ ୧୨ ଘଣ୍ଟିଆ ବନ୍ଦ ପାଳନ, ଜାଣନ୍ତୁ କେଉଁଟି?

କୁଚିଣ୍ଡା,୧୫ ।୧୨(ଓଡିଶା ଭାସ୍କର): ସମ୍ବଲପୁର ବାମରାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ପାଳନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଏଥିଯୋଗୁଁ ଗାଡିମୋଟର, ରେଳ ଚଳାଚଳ ଓ ବଜାର ବନ୍ଦ…

ଶିକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ୍

ପାରଳାଖେମୁଣ୍ଡି,୧୫ ।୧୨(ଓଡିଶା ଭାସ୍କର): ଭିଜିଲାନ୍ସ ଜାଲରେ ଫସିଲେ ପାରଳାଖେମୁଣ୍ଡି ଶିକ୍ଷକ । ସରକାରୀ ସ୍କୁଲର ଶିକ୍ଷକ ଦୁଷ୍ମନ୍ତ ନାୟକଙ୍କ ଘରେ ଆଜି ଚଢାଉ କରିଛି ଭିଜିଲାନ୍ସ । ପାରଳାଖେମୁଣ୍ଡି ଥାନା ଏରତେଲାସାହି…

୨୪ ଘଣ୍ଟାରେ ୩୫୪ କରୋନା ଆକ୍ରାନ୍ତ ମୃତ

ନୂଆଦିଲ୍ଲୀ, ୧୪।୧୨: ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୩ ହଜାର ୭୦୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ହଜାର ୦୬୫ ନୂଆ…

ରାଶିଫଳ (ମଙ୍ଗଳବାର, ୧୫ ଡିସେମ୍ବର ୨୦୨୦)

ମେଷ- ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଞ୍ଚିବା କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।…

ରାଜ୍ୟରେ ଆଉ ୩୮୯ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୪।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୮୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ…

ତୀର୍ଥସ୍ଥାନରେ ହେଉ ଶୌଚାଳୟ

ଭୁବନେଶ୍ୱର,୧୪ ।୧୨ (ଓଡିଶା ଭାସ୍କର): ପେଟ୍ରୋଲିୟମ ମନ୍ତ୍ରଣାଳୟର ସ୍ବଚ୍ଛତା ଅଭିଯାନ ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଯାଇଛି । ସମାରୋହରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଭିଭାଷଣ ଦେଇଛନ୍ତି । ସେ…