ଦୀନବନ୍ଧୁ ମିଶ୍ର ଆତ୍ମହତ୍ୟା ମାମଲା: ସାମ୍ନାକୁ ଆସିଲା ଆତ୍ମହତ୍ୟା ପୂର୍ବରୁ ଲେଖିଥିବା ଚିଠି
ସମ୍ବଲପୁର,୨୧ ।୪ (ଓଡିଶା ଭାସ୍କର): ଗତକାଲି ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଦୀନବନ୍ଧୁ ମିଶ୍ର ନାମକ ଜଣେ ଠିକା କର୍ମଚାରୀ ଆତ୍ମାହୁତି ଉଦ୍ୟମ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି…