୬ ଶହ ନିଟକତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୮୮ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ
ଭୁବନେଶ୍ୱର, ୬ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି…