ଅସମ୍ଭାଳ କରୋନା ସ୍ଥିତି ! ରାଜ୍ୟରେ ଆଜି ୪୫୨ ପଜିଟିଭ ଚିହ୍ନଟ , ଜାଣନ୍ତୁ କେଉଁଠୁ କେତେ ?
ଭୁବନେଶ୍ୱର,୩।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ପୁଣି ୪୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ…