ସାବଧାନ୍! ୬ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର,୨୪ ।୩(ଓଡିଶା ଭାସ୍କର): ମାର୍ଚ୍ଚ ୨୮ରେ ୬ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି । ବର୍ଷା ଓ ବଜ୍ରପାତ ହେବା ନେଇ ୬ ଜିଲ୍ଲାକୁ…