fbpx
BSKY
BJD MC SKY
BJD YOUTH SKY

ଶୀତଦିନେ ଦହି ଖାଉଛନ୍ତି କି?

ଧିରେ ଧିରେ ଶୀତ ଅନୁଭବ ହେବାରେ ଲାଗିଲାଣି । ଶୀତ ପଡ଼ୁଥିବାରୁ ଲୋକେ ଥଣ୍ଡା ଜାତୀୟ ଖାଦ୍ୟଠୁ ଦୂରେଇ ରହୁଛନ୍ତି । ଏମିତିକି ଶୀତଦିନେ ଦହି ଖାଇଲେ ଥଣ୍ଡା ହେବ ବୋଲି ଭାବି କିଛି ଲୋକେ ଦହି ବି ଖାଆନ୍ତି ନାହିଁ । ଆପଣଙ୍କର…

ମତଦାନ: ଜାଣନ୍ତୁ ୧୦ଟା ସୁଦ୍ଧା କେଉଁଠି କେତେ ?

ବିହାର, ୩ ।୧୧: ବିହାରରେ ନିର୍ବାଚନ ବ୍ୟତୀତ ଦେଶରେ ୧୦ଟି ରାଜ୍ୟର ୫୪ଟି ବିଧାନସଭା ଆସନରେ ଆଜି ଉପନିର୍ବାଚନ ହେଉଛି ।ଏହା ମଧ୍ୟରୁ କେବଳ ମଧ୍ୟପ୍ରଦେଶରେ ୨୮ଟି ଆସନ ରହିଛି । କରୋନା ମହାମାରୀ ଭିତରେ ନିର୍ବାଚନ…

ସକାଳ ୯ଟା ସୁଦ୍ଧା ୯.୮୧ % ମତଦାନ

ବାଲେଶ୍ୱର,୩ ।୧୧(ଓଡିଶା ଭାସ୍କର): ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସକାଳ ୯ଟା ସୁଦ୍ଧା ଦୁଇଟି ଯାକ ଆସନରେ ୯.୮୧ ପ୍ରତିଶତ ଭୋଟ ପଡିଛି ।ବାଲେଶ୍ବରରେ ସକାଳ ୯ଟା ସୁଦ୍ଧା ୧୨.୧୧%…

ରାଜ୍ୟରେ ଆଜି ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ…

ରାଜ୍ୟର ୩୦ ଜିଲ୍ଲାରୁ ୧୨୦୧ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?

ଭୁବନେଶ୍ୱର,୩।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୦୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ…

୧.୨୩ ଲକ୍ଷ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୩ ହଜାର ୦୯୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୮ ହଜାର ୩୧୦…

ବାଲେଶ୍ବର ଓ ତିର୍ତ୍ତୋଲରେ ମତଦାନ ଜାରି

ବାଲେଶ୍ୱର,୩/୧୧(ଓଡିଶା ଭାସ୍କର): ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ଭୋଟ୍‌ ଗ୍ରହଣ ଆରମ୍ଭ ହୋଇଛି । କୋଭିଡ କଟକଣାରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏ ଚାଲିବ ମତଦାନ । ପ୍ରତି ବୁଥରେ ୧୫୦୦ ପରିବର୍ତ୍ତେ…

ଆଜିର ରାଶିଫଳ (ମଙ୍ଗଳବାର, ୩ ନଭେମ୍ବର ୨୦୨୦)

ମେଷ - ଆଜି ଆତ୍ମନିର୍ଭରତାକୁ ମୂଳ ମନ୍ତ୍ର କରିଚ଼ାଲନ୍ତୁ । ଘର କଥା ହେଉ ଅଥବା ବନ୍ଧୁଙ୍କ ବିଷୟରେ ,ଏବିଷୟରେ ଆପଣ ନିଷ୍ପତ୍ତି ନେବା ଉଚ଼ିତ୍ ହେବ । ଏଥିପାଇଁ ଆପଣ ନିଷ୍ପତ୍ତି ନେବା ପାଇଁ ନିଜର ମନର କଥା ନିଶ୍ଚୟ…