ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ କରୋନା

ଭୁବନେଶ୍ୱର,୮ ।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ପୁଣି ବଢିବାରେ ଲାଗିଛି । ଏହାରି ମଧ୍ୟରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ କରୋନା ପଜିଟିଭ୍ ହୋଇଛନ୍ତି । ଏନେଇ ନିଜ ଦିଲ୍ଲୀପ ରାୟ ଟ୍ୱିଟ ଜରିଆରେ…

ଆଜିଠାରୁ କାମ କରିବ ମିଶନ ଶକ୍ତି ବିଭାଗ

ଭୁବନେଶ୍ୱର,୮ ।୩(ଓଡିଶା ଭାସ୍କର): ରାଜ୍ୟ କ୍ୟାବିନେଟ ବୈଠକରେ ମିଶନ ଶକ୍ତି ନାଁରେ ନୂଆ ବିଭାଗକୁ ମିଳିଛି ଅନୁମୋଦନ । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଆଜିଠାରୁ ମିଶନ ଶକ୍ତି ବିଭାଗ କାର୍ଯ୍ୟକାରୀ ହେବ । ଏନେଇ…

ରାଜ୍ୟରେ ଆଉ ୫୯ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୮।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୫୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭…

କଣ ଏ ସୁନ୍ଦରୀ ନାୟିକାଙ୍କୁ ବିବାହ କରିବାକୁ ଯାଉଛନ୍ତି ଜସପ୍ରୀତ ବୁମରା! ଜାଣନ୍ତୁ ସତ୍ୟତା

ଗତ କିଛି ଦିନ ହେବ ଭାରତୀୟ କ୍ରିକେଟ ତାରକା ଜସପ୍ରୀତ ବୁମରାଙ୍କ ବିବାହ ବିଷୟରେ ଗୁଜବ ପ୍ରଚାରିତ ହୋଇଛି ଯାହା ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି କ୍ରିକେଟରଙ୍କୁ କିଛି ପ୍ରସିଦ୍ଧ ମହିଳା ଆଇକନ୍ ସହିତ…

ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ହେବେ ଗିରଫ: ଡିଏଫଓ

ଭୁବନେଶ୍ୱର, ୮ା୩ (ଓଡିଶା ଭାସ୍କର): ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ହେବେ ଗିରଫ । ଜଙ୍ଗଲ ନିଆଁକୁ ରୋକିବାକୁ ସମ୍ବଲପୁର ଡିଏଫଓଙ୍କ ପକ୍ଷରୁ ଏଭଳି ଦୃଢ଼ ପଦକ୍ଷେପ ଗ୍ରହଣ କରାଯାଇଛି । ଏଥିସହ ନିଆଁ ଲଗାଉଥିବା ଲୋକଙ୍କ…