ସଂସଦରେ ଧୂଆଁ ମାଡ଼ କରିଥିବା ସାଗର ଶର୍ମା କିଏ? ସାମ୍ନାକୁ ଆସିଲା ସମ୍ପୂର୍ଣ୍ଣ ତଥ୍ୟ
ନୂଆଦିଲ୍ଲୀ: ବୁଧବାର ସଂସଦରେ ଶୀତକାଳୀନ ଅଧିବେଶନ ଚାଲୁଥିବା ସମୟରେ ୨ ଜଣ ଅଜଣା ବ୍ୟକ୍ତି ହଠାତ୍ ଗୃହ ମଧ୍ୟଭାଗକୁ ଚାଲିଆସି ହଙ୍ଗାମା କରିଥିଲେ । ଏହା ଦେଖି ଗୃହରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ତେବେ ୨ ଜଣ…