ଆସନ୍ତାକାଲି ୫୧,୦୦୦ରୁ ଅଧିକ ନୂତନ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆସନ୍ତାକାଲି ଅର୍ଥାତ ନଭେମ୍ବର ୩୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୧,୦୦୦ରୁ ଅଧିକ ନୂତନ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବେ। ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ…