CHARIDHAM

ରାଜ୍ୟରେ ଆଜି ୨୩୧ ପଜିଟିଭ୍ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଶୂନ୍

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): ରାଜ୍ୟରେ ୬ ମାସ ପରେ କରୋନା ମୃତ୍ୟୁ ସଂଖ୍ୟା ଶୂନ୍ ରହିଛି । ୨୪ ଘଣ୍ଟା ମଧ୍ୟରେ କୌଣସି କୋଭିଡ ମୃତ୍ୟୁ ହୋଇନି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଲିଙ୍ଗରାଜ ଦର୍ଶନ: ବୟସସୀମା ନେଇ ହଟିଲା କଟକଣା

ଭୁବନେଶ୍ୱର, ୬ା୧ (ଓଡିଶା ଭାସ୍କର): ଏଣିକି ସର୍ବସାଧାରଣ କରିପାରିବେ ଲିଙ୍ଗରାଜଙ୍କ ଦର୍ଶନ । ଲିଙ୍ଗରାଜଙ୍କ ଦର୍ଶନ ପାଇଁ ପୂର୍ବରୁ ବୟସସୀମା ନେଇ ଲଗାଯାଇଥିବା ପ୍ରତିବନ୍ଧକକୁ ଉଠାଇ ଦିଆଯାଇଛି । ଏଣିକି ସବୁ ବୟସର ଲୋକ…

ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ଟିକା ବାଧ୍ୟତାମୂଳକ ନୁହେଁ: ଡିଏମଇଟି

ଭୁବନେଶ୍ୱର,୬ ।୧(ଓଡିଶା ଭାସ୍କର): କେନ୍ଦ୍ର ସୂଚନା ଅନୁସାରେ ଆଗାମୀ ୧୦ ଦିନ ଭିତରେ ଓଡିଶାରେ ପହଞ୍ଚିବ ଟିକା । ଏନେଇ ସୂଚନା ଦେଇଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି ଯେ, ‘ଟିକା ପହଞ୍ଚିବା…

RSP ରେ ବିଷାକ୍ତ ଗ୍ୟାସ୍ ଲିକ୍: ୨ ମୃତ

ରାଉରକେଲା,୬ ।୧(ଓଡିଶା ଭାସ୍କର): ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଘଟିଛି ଅଘଟଣ । ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ ହେବା କାରଣରୁ ଚାଲିଯାଇଛି ୨ ଜୀବନ । ଆଇଜିଏଚ୍ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ୨ ଶ୍ରମିକ ମୃତ ।…

ରାଶିଫଳ(ବୁଧବାର,୦୬ ଜାନୁଆରୀ,୨୦୨୧)

ମେଷ - ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ । ବୃଷ…

ଗୋଡ ବିନ୍ଧାରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ ଏହି ଉପାୟ

ଅଧିକ ଚଲାବୁଲା କରିବା ଦ୍ଵାରା କେତେକ ଲୋକଙ୍କର ଗୋଡ଼ ବିନ୍ଧିବା ଭଳି ସମସ୍ୟା ଦେଖାଯାଏ। କିନ୍ତୁ ଆଜି ଆମେ ଏପରି ଉପାୟଗୁଡ଼ିକ ବିଷୟରେ ଜାଣିବା ଯାହା ଅବଲମ୍ବନ କଲେ ଆମେ ଗୋଡ଼ ଯନ୍ତ୍ରଣାରୁ ସମ୍ପୂର୍ଣ୍ଣ ମୁକ୍ତି…