ବିଧାୟକ ପ୍ରଦୀପଙ୍କ ଆକାଉଣ୍ଟରେ ଅଢେଇ କୋଟି, ଜାଣନ୍ତୁ କେଉଁଠୁ ଆସିଛି କେତେ ଟଙ୍କା?
ଭୁବନେଶ୍ୱର,୩ ।୧୨(ଓଡିଶା ଭାସ୍କର): କୋଟିପତି ଆଇଏଫଏସ ଅଭୟ ପାଠକ ଓ ପୁଅ ଆକାଶ ପାଠକଙ୍କୁ ଭିଜିଲାନ୍ସର ଘନଘନ ଜେରା ଚାଲିଥିବା ବେଳେ ସନ୍ଦେହ ଘେରକୁ ଆସିଛନ୍ତିି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ପ୍ରଦୀପ…