ତିର୍ତ୍ତୋଲର ୨୧ ଓ ବାଲେଶ୍ୱରର ୨୩ ରାଉଣ୍ଡ ଭୋଟଗଣତି ଶେଷ, ଜାଣନ୍ତୁ କାହାକୁ ମିଳିଛି କେତେ ଭୋଟ୍?
ତିର୍ତ୍ତୋଲ,୧୦ ।୧୧(ଓଡିଶା ଭାସ୍କର): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଉଭୟ ଆସନରେ ବିଜେଡି ଆଗୁଆ ରହିଛି । ୨୧ ରାଉଣ୍ଡ ସୁଦ୍ଧା ଜଗତସିଂପୁର ତିର୍ତ୍ତୋଲରେ ବିଜେଡି…